2 ରାଜାବଳୀ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ଦୂତମାନେ ଅହସୀୟଙ୍କର ନିକଟକୁ ଫେରି ଆସନ୍ତେ, ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହିଁକି ଫେରି ଆସିଲ?” Ver Capítuloପବିତ୍ର ବାଇବଲ (Re-edited) - (BSI)5 ତହୁଁ ଦୂତମାନେ ଅହସୀୟଙ୍କର ନିକଟକୁ ଫେରି ଆସନ୍ତେ, ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ଫେରି ଆସିଲ? Ver Capítuloଓଡିଆ ବାଇବେଲ5 ତହୁଁ ଦୂତମାନେ ଅହସୀୟଙ୍କର ନିକଟକୁ ଫେରି ଆସନ୍ତେ, ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହିଁକି ଫେରି ଆସିଲ ?” Ver Capítuloପବିତ୍ର ବାଇବଲ5 ବାର୍ତ୍ତାବହମାନେ ଅହସିୟଙ୍କ ନିକଟକୁ ଫେରି ଆସନ୍ତେ, ଅହସିୟ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କାହିଁକି ଶୀଘ୍ର ଫେରି ଆସିଲ?” Ver Capítulo |