2 ଶାମୁୟେଲ 1:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋʼ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା। Ver Capítuloପବିତ୍ର ବାଇବଲ (Re-edited) - (BSI)26 ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋʼ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା। Ver Capítuloଓଡିଆ ବାଇବେଲ26 ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋ’ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା। Ver Capítuloପବିତ୍ର ବାଇବଲ26 ହେ ମୋର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ଦୁଃଖ କରୁଅଛି। ମୁଁ ତୁମ୍ଭ ସହିତ ଥିବାରୁ ଆନନ୍ଦ ଉପଭୋଗ କରୁଅଛି। ମୋର ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ ଓ ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା। Ver Capítulo |