La Biblia Online

- Anuncios -




2 ଶାମୁୟେଲ 12:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏହେତୁ ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ର କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ଅଧିକାର କରନ୍ତୁ, ନୋହିଲେ ମୁଁ ସେ ନଗର ଅଧିକାର କଲେ, ତାହା ମୋʼ ନାମାନୁସାରେ ଖ୍ୟାତ ହେବ।”

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

28 ଏହେତୁ ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ର କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ହସ୍ତଗତ କରନ୍ତୁ, ନୋହିଲେ ମୁଁ ସେ ନଗର ହସ୍ତଗତ କଲେ, ତାହା ମୋʼ ନାମାନୁସାରେ ଖ୍ୟାତ ହେବ।

Ver Capítulo Copiar

ଓଡିଆ ବାଇବେଲ

28 ଏହେତୁ ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ର କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ଅଧିକାର କରନ୍ତୁ, ନୋହିଲେ ମୁଁ ସେ ନଗର ଅଧିକାର କଲେ, ତାହା ମୋ’ ନାମାନୁସାରେ ଖ୍ୟାତ ହେବ।”

Ver Capítulo Copiar

ପବିତ୍ର ବାଇବଲ

28 ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ରିତ କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ହସ୍ତଗତ କରନ୍ତୁ। ନୋହିଲେ ମୁଁ ଏହାକୁ ହସ୍ତଗତ ଓ ମୋ’ ନାମାନୁସାରେ ଖ୍ୟାତ କରିବି।”

Ver Capítulo Copiar




2 ଶାମୁୟେଲ 12:28

Síguenos en:

Anuncios


Anuncios