2 ଶାମୁୟେଲ 13:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଏହି ଘଟଣା ହେଲା; ଦାଉଦଙ୍କର ପୁତ୍ର ଅବଶାଲୋମର ତାମର ନାମରେ ଏକ ସୁନ୍ଦରୀ ଭଉଣୀ ଥିଲା; ନିଜର ସାବତ ଭଉଣୀ ପ୍ରତି ଦାଉଦଙ୍କର ପୁତ୍ର ଅମ୍ନୋନ କାମାସକ୍ତ ହେଲା। Ver Capítuloପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରେ ଏହି ଘଟନା ହେଲା; ଦାଉଦଙ୍କର ପୁତ୍ର ଅବଶାଲୋମର ତାମର ନାମରେ ଏକ ସୁନ୍ଦରୀ ଭଗିନୀ ଥିଲା; ତାହା ପ୍ରତି ଦାଉଦଙ୍କର ପୁତ୍ର ଅମ୍ନୋନ କାମାସକ୍ତ ହେଲା। Ver Capítuloଓଡିଆ ବାଇବେଲ1 ଏଥିଉତ୍ତାରେ ଏହି ଘଟଣା ହେଲା; ଦାଉଦଙ୍କର ପୁତ୍ର ଅବଶାଲୋମର ତାମର ନାମରେ ଏକ ସୁନ୍ଦରୀ ଭଉଣୀ ଥିଲା; ନିଜର ସାବତ ଭଉଣୀ ପ୍ରତି ଦାଉଦଙ୍କର ପୁତ୍ର ଅମ୍ନୋନ କାମାସକ୍ତ ହେଲା। Ver Capítuloପବିତ୍ର ବାଇବଲ1 ଦାଉଦଙ୍କର ଏକ ପୁତ୍ର ଥିଲା, ଯାହାର ନାମ ଥିଲା ଅବଶାଲୋମ। ଅବଶାଲୋମର ଏକ ଭଉଣୀ ଥିଲା, ଯାହାର ନାମ ଥିଲା ତାମର। ତାମର ଭାରୀ ସୁନ୍ଦରୀ ଥିଲା। ଦାଉଦଙ୍କର ଅନ୍ୟ ଏକ ପୁତ୍ର ଥିଲା ଅମ୍ନୋନ। Ver Capítulo |