2 ଶାମୁୟେଲ 13:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହୁଁ ଅମ୍ନୋନ ତାମରକୁ କହିଲା, “ଖାଦ୍ୟଦ୍ରବ୍ୟ ଶୟନ-ଗୃହକୁ ଆଣ, ମୁଁ ତୁମ୍ଭ ହାତରେ ଭୋଜନ କରିବି।” ଏଥିରେ ତାମର ଆପଣା ପ୍ରସ୍ତୁତ ରୁଟି ନେଇ ତାହା ଭାଇ ଅମ୍ନୋନର ଶୟନ-ଗୃହକୁ ଗଲା। Ver Capítuloପବିତ୍ର ବାଇବଲ (Re-edited) - (BSI)10 ତହୁଁ ଅମ୍ନୋନ ତାମରକୁ କହିଲା, ଖାଦ୍ୟଦ୍ରବ୍ୟ ଶୟନ-ଗୃହକୁ ଆଣ, ମୁଁ ତୁମ୍ଭ ହାତରେ ଭୋଜନ କରିବି। ଏଥିରେ ତାମର ଆପଣା ପ୍ରସ୍ତୁତ ପିଠା ନେଇ ତାହା ଭାଇ ଅମ୍ନୋନର ଶୟନ-ଗୃହକୁ ଗଲା। Ver Capítuloଓଡିଆ ବାଇବେଲ10 ତହୁଁ ଅମ୍ନୋନ ତାମରକୁ କହିଲା, “ଖାଦ୍ୟଦ୍ରବ୍ୟ ଶୟନ-ଗୃହକୁ ଆଣ, ମୁଁ ତୁମ୍ଭ ହାତରେ ଭୋଜନ କରିବି।” ଏଥିରେ ତାମର ଆପଣା ପ୍ରସ୍ତୁତ ରୁଟି ନେଇ ତାହା ଭାଇ ଅମ୍ନୋନର ଶୟନ-ଗୃହକୁ ଗଲା। Ver Capítuloପବିତ୍ର ବାଇବଲ10 ତା'ପରେ ଅମ୍ନୋନ ତାମରକୁ କହିଲା, “ଖାଦ୍ୟ ଦ୍ରବ୍ୟ ଶୟନ ଗୃହକୁ ଆଣ, ମୁଁ ତୁମ୍ଭ ହାତରୁ ତାହା ଭୋଜନ କରିବି।” ଏଥିରେ ତାମର ନିଜେ ତିଆରି କରିଥିବା ପିଠା ନେଇ ଅମ୍ନୋନର ଶୟନ କକ୍ଷକୁ ଗଲା। Ver Capítulo |