2 ଶାମୁୟେଲ 13:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଥିରେ ଅବଶାଲୋମ କହିଲା, “ଯେବେ ଏହା ନ ହୁଏ, ତେବେ ଆପଣ ଆମ୍ଭ ଭାଇ ଅମ୍ନୋନକୁ ଆମ୍ଭମାନଙ୍କ ସଙ୍ଗରେ ଯିବାକୁ ଦିଅନ୍ତୁ।” ତେବେ ରାଜା ତାହାକୁ କହିଲେ, “ଅମ୍ନୋନ କାହିଁକି ତୁମ୍ଭ ସଙ୍ଗେ ଯିବ?” Ver Capítuloପବିତ୍ର ବାଇବଲ (Re-edited) - (BSI)26 ଏଥିରେ ଅବଶାଲୋମ କହିଲା, ଯେବେ ଏହା ନ ହୁଏ, ତେବେ ଆପଣ ଆମ୍ଭ ଭାଇ ଅମ୍ନୋନକୁ ଆମ୍ଭମାନଙ୍କ ସଙ୍ଗରେ ଯିବାକୁ ଦେଉନ୍ତୁ। ତେବେ ରାଜା ତାହାକୁ କହିଲେ, ସେ କାହିଁକି ତୁମ୍ଭ ସଙ୍ଗେ ଯିବ? Ver Capítuloଓଡିଆ ବାଇବେଲ26 ଏଥିରେ ଅବଶାଲୋମ କହିଲା, “ଯେବେ ଏହା ନ ହୁଏ, ତେବେ ଆପଣ ଆମ୍ଭ ଭାଇ ଅମ୍ନୋନକୁ ଆମ୍ଭମାନଙ୍କ ସଙ୍ଗରେ ଯିବାକୁ ଦିଅନ୍ତୁ।” ତେବେ ରାଜା ତାହାକୁ କହିଲେ, “ଅମ୍ନୋନ କାହିଁକି ତୁମ୍ଭ ସଙ୍ଗେ ଯିବ ?” Ver Capítuloପବିତ୍ର ବାଇବଲ26 ଏଥିରେ ଅବଶାଲୋମ କହିଲା, “ଯଦି ଆପଣ ଆସୁନାହାନ୍ତି, ତେବେ ମୋର ଭାଇ ଅମ୍ନୋନକୁ ଆମ ସଙ୍ଗରେ ଯିବାକୁ ଅନୁମତି ଦିଅନ୍ତୁ।” ରାଜା ତାଙ୍କୁ କହିଲେ, “ସେ କାହିଁକି ତୁମ୍ଭ ସଙ୍ଗେ ଯିବ?” Ver Capítulo |