2 ଶାମୁୟେଲ 13:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଣୁ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା; ପୁଣି ରାଜା ତାହାକୁ ଦେଖିବାକୁ ଆସନ୍ତେ, ଅମ୍ନୋନ ରାଜାଙ୍କୁ କହିଲା, “ଦୟାକରି ମୋʼ ଭଗିନୀ ତାମରକୁ ଆସିବାକୁ ଦେଉନ୍ତୁ, ପୁଣି ମୁଁ ଦେଖିବା ସମୟରେ ସେ ମୋʼ ନିମନ୍ତେ ଦୁଇ ରୁଟି ପ୍ରସ୍ତୁତ କରୁ, ତହିଁରେ ମୁଁ ତାହା ହାତରୁ ଖାଇବି।” Ver Capítuloପବିତ୍ର ବାଇବଲ (Re-edited) - (BSI)6 ଏଣୁ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା; ପୁଣି ରାଜା ତାହାକୁ ଦେଖିବାକୁ ଆସନ୍ତେ, ଅମ୍ନୋନ ରାଜାଙ୍କୁ କହିଲା, ମୋʼ ଭଗିନୀ ତାମରକୁ ଆସିବାକୁ ଦେଉନ୍ତୁ, ସେ ମୋʼ ଆଗରେ ଦୁଇଟି ପିଠା କରିବ, ତହିଁରେ ମୁଁ ତାହା ହାତରେ ଖାଇବି। Ver Capítuloଓଡିଆ ବାଇବେଲ6 ଏଣୁ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା; ପୁଣି ରାଜା ତାହାକୁ ଦେଖିବାକୁ ଆସନ୍ତେ, ଅମ୍ନୋନ ରାଜାଙ୍କୁ କହିଲା, “ଦୟାକରି ମୋ’ ଭଗିନୀ ତାମରକୁ ଆସିବାକୁ ଦେଉନ୍ତୁ, ପୁଣି ମୁଁ ଦେଖିବା ସମୟରେ ସେ ମୋ’ ନିମନ୍ତେ ଦୁଇ ରୁଟି ପ୍ରସ୍ତୁତ କରୁ, ତହିଁରେ ମୁଁ ତାହା ହାତରୁ ଖାଇବି।” Ver Capítuloପବିତ୍ର ବାଇବଲ6 ରାଜା ଦେଖିବାକୁ ଆସିବା ସମୟରେ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା। ଅମ୍ନୋନ କହିଲା, “ମୋ’ ଭଉଣୀ ତାମରକୁ ଆସିବାକୁ ଦିଅନ୍ତୁ ଏବଂ ସେ ମୋ’ ଆଗରେ ଦୁଇଟି ପିଠା କରିବ, ତା'ପରେ ମୁଁ ସେଗୁଡ଼ିକ ତା’ ହାତରୁ ଖାଇବି।” Ver Capítulo |