2 ଶାମୁୟେଲ 14:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁରେ ରାଜା କହିଲେ, “କେହି ଯେବେ ତୁମ୍ଭକୁ କିଛି କହେ, ତାଙ୍କୁ ମୋʼ ନିକଟକୁ ଆଣ, ତେବେ ସେ ତୁମ୍ଭକୁ ଆଉ ଛୁଇଁବ ନାହିଁ।” Ver Capítuloପବିତ୍ର ବାଇବଲ (Re-edited) - (BSI)10 ତହିଁରେ ରାଜା କହିଲେ, କେହି ଯେବେ ତୁମ୍ଭକୁ କିଛି କହେ, ତାକୁ ମୋʼ କତିକି ଆଣ, ତେବେ ସେ ତୁମ୍ଭକୁ ଆଉ ଛୁଇଁବ ନାହିଁ। Ver Capítuloଓଡିଆ ବାଇବେଲ10 ତହିଁରେ ରାଜା କହିଲେ, “କେହି ଯେବେ ତୁମ୍ଭକୁ କିଛି କହେ, ତାଙ୍କୁ ମୋ’ ନିକଟକୁ ଆଣ, ତେବେ ସେ ତୁମ୍ଭକୁ ଆଉ ଛୁଇଁବ ନାହିଁ।” Ver Capítuloପବିତ୍ର ବାଇବଲ10 ତା'ପରେ ରାଜା କହିଲେ, “କେହି ଯଦି ତୁମ୍ଭକୁ କିଛି କହେ, ତାକୁ ମୋ’ ସମ୍ମୁଖକୁ ଆଣ ଏବଂ ସେ ତୁମ୍ଭର ଆଉ ବିବ୍ରତ କରିବ ନାହିଁ।” Ver Capítulo |