2 ଶାମୁୟେଲ 14:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହୁଁ ସେହି ସ୍ତ୍ରୀ କହିଲା, “ତେବେ ଆପଣ କାହିଁକି ପରମେଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏରୂପ ସଂକଳ୍ପ କରିଅଛନ୍ତି? ମହାରାଜ ଯାହା କହିଲେ, ତଦ୍ଦ୍ୱାରା ଦୋଷୀ ଲୋକ ପରି ହୋଇଅଛନ୍ତି, କାରଣ ମହାରାଜ ଆପଣା ନିର୍ବାସିତ ଲୋକଙ୍କୁ ଫେରାଇ ଆଣୁ ନାହାନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)13 ତହୁଁ ସେ ସ୍ତ୍ରୀ କହିଲା, ତେବେ ଆପଣ କାହିଁକି ପରମେଶ୍ଵରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏରୂପ ସଙ୍କଳ୍ପ କରିଅଛନ୍ତି? ମହାରାଜ ଯାହା କହିଲେ, ତଦ୍ଦ୍ଵାରା ଦୋଷୀ ଲୋକ ପରି ହୋଇଅଛନ୍ତି, କାରଣ ମହାରାଜ ଆପଣା ନିର୍ବାସିତ ଲୋକକୁ ଫେରାଇ ଆଣୁ ନାହାନ୍ତି। Ver Capítuloଓଡିଆ ବାଇବେଲ13 ତହୁଁ ସେହି ସ୍ତ୍ରୀ କହିଲା, “ତେବେ ଆପଣ କାହିଁକି ପରମେଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏରୂପ ସଂକଳ୍ପ କରିଅଛନ୍ତି ?” ମହାରାଜ ଯାହା କହିଲେ, ତଦ୍ଦ୍ୱାରା ଦୋଷୀ ଲୋକ ପରି ହୋଇଅଛନ୍ତି, କାରଣ ମହାରାଜ ଆପଣା ନିର୍ବାସିତ ଲୋକଙ୍କୁ ଫେରାଇ ଆଣୁ ନାହାନ୍ତି। Ver Capítuloପବିତ୍ର ବାଇବଲ13 ସ୍ତ୍ରୀଲୋକଟି କହିଲା, “ତେବେ ଆପଣ କାହିଁକି ପରମେଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏପରି ଯୋଜନା କରିଛନ୍ତି? ରାଜା ଯାହା କହିଲେ, ତାହା ତାଙ୍କର ଦୋଷକୁ ପ୍ରତିବିମ୍ବିତ କଲା। କାରଣ ରାଜା ଆପଣା ନିର୍ବାସିତ ପୁତ୍ରକୁ ଫେରାଇ ଆଣୁ ନାହାନ୍ତି। Ver Capítulo |