2 ଶାମୁୟେଲ 14:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯେଉଁ ଲୋକ ମୋତେ ଓ ମୋʼ ପୁତ୍ରକୁ ଏକତ୍ର ପରମେଶ୍ୱରଙ୍କ ଅଧିକାରରୁ ଉଚ୍ଛିନ୍ନ କରିବାକୁ ଇଚ୍ଛା କରେ, ତାହା ହସ୍ତରୁ ମହାରାଜ ଆପଣା ଦାସୀଙ୍କୁ ରକ୍ଷା କରିବାକୁ ମନୋଯୋଗ କରିବେ।’ Ver Capítuloପବିତ୍ର ବାଇବଲ (Re-edited) - (BSI)16 ଯେଉଁ ଲୋକ ମୋତେ ଓ ମୋʼ ପୁତ୍ରକୁ ଏକତ୍ର ପରମେଶ୍ଵରଙ୍କ ଅଧିକାରରୁ ଉଚ୍ଛିନ୍ନ କରିବାକୁ ଇଚ୍ଛା କରେ, ତାହା ହସ୍ତରୁ ମହାରାଜ ଆପଣା ଦାସୀକି ରକ୍ଷା କରିବାକୁ ମନୋଯୋଗ କରିବେ। Ver Capítuloଓଡିଆ ବାଇବେଲ16 ଯେଉଁ ଲୋକ ମୋତେ ଓ ମୋ’ ପୁତ୍ରକୁ ଏକତ୍ର ପରମେଶ୍ୱରଙ୍କ ଅଧିକାରରୁ ଉଚ୍ଛିନ୍ନ କରିବାକୁ ଇଚ୍ଛା କରେ, ତାହା ହସ୍ତରୁ ମହାରାଜ ଆପଣା ଦାସୀଙ୍କୁ ରକ୍ଷା କରିବାକୁ ମନୋଯୋଗ କରିବେ।’ Ver Capítuloପବିତ୍ର ବାଇବଲ16 ରାଜା ମୋର କଥା ଶୁଣିବେ ଏବଂ ଯେଉଁମାନେ ମୋତେ ଏବଂ ମୋର ପୁତ୍ରକୁ ମାରିବାକୁ ଗ୍ଭହୁଁଛନ୍ତି। ସେମାନଙ୍କ କବଳରୁ ମୋତେ ରକ୍ଷା କରିବେ।’ ସେ ଆମ୍ଭମାନଙ୍କୁ ସଦାପ୍ରଭୁଙ୍କ ଦେଇଥିବା ଅଧିକାରରୁ ବଞ୍ଚିତ କରିବେ ନାହିଁ। Ver Capítulo |