2 ଶାମୁୟେଲ 14:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁରେ ଯୋୟାବ ମୁହଁ ମାଡ଼ି ପ୍ରଣାମ କରି ରାଜାଙ୍କର ଧନ୍ୟବାଦ କଲା; ଆଉ ଯୋୟାବ କହିଲା, “ହେ ମୋହର ପ୍ରଭୋ, ମହାରାଜ, ମୁଁ ଯେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ଆପଣଙ୍କ ଦାସ ଆଜି ଜାଣିଲା, ଯେହେତୁ ମହାରାଜ ଆପଣା ଦାସର ନିବେଦନାନୁସାରେ କଲେ।” Ver Capítuloପବିତ୍ର ବାଇବଲ (Re-edited) - (BSI)22 ତହିଁରେ ଯୋୟାବ ମୁହଁ ମାଡ଼ି ପ୍ରଣାମ କରି ରାଜାଙ୍କର ଧନ୍ୟବାଦ କଲା; ଆଉ ଯୋୟାବ କହିଲା, ହେ ମୋହର ପ୍ରଭୋ, ମହାରାଜ, ମୁଁ ଯେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ଆପଣଙ୍କ ଦାସ ଆଜି ଜାଣିଲା, ଯେହେତୁ ମହାରାଜ ଆପଣା ଦାସର ନିବେଦନାନୁସାରେ କଲେ। Ver Capítuloଓଡିଆ ବାଇବେଲ22 ତହିଁରେ ଯୋୟାବ ମୁହଁ ମାଡ଼ି ପ୍ରଣାମ କରି ରାଜାଙ୍କର ଧନ୍ୟବାଦ କଲା; ଆଉ ଯୋୟାବ କହିଲା, “ହେ ମୋହର ପ୍ରଭୁ, ମହାରାଜ, ମୁଁ ଯେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ଆପଣଙ୍କ ଦାସ ଆଜି ଜାଣିଲା, ଯେହେତୁ ମହାରାଜ ଆପଣା ଦାସର ନିବେଦନାନୁସାରେ କଲେ ।” Ver Capítuloପବିତ୍ର ବାଇବଲ22 ଯୋୟାବ ମୁଣ୍ଡ ନୂଆଁଇ ରାଜାଙ୍କୁ ପ୍ରଣାମ କଲା ଓ ରାଜାଙ୍କ ନାମରେ ଜୟଗାନ କଲା। ସେ କହିଲା, ହେ ରାଜା! “ମୁଁ ଜାଣେ ଯେ, ଆଜି ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଇଛି। “ଏହା ଆଜି ମୁଁ ଜାଣେ କାରଣ ଆପଣଙ୍କର ଦାସର କଥାନୁସାରେ କାର୍ଯ୍ୟ କଲେ।” Ver Capítulo |