2 ଶାମୁୟେଲ 2:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହୁଁ ଅବ୍ନର ପୁନର୍ବାର ଅସାହେଲକୁ କହିଲା, “ମୋହର ପଶ୍ଚାଦ୍ଗମନରୁ ଫେର; ମୁଁ କାହିଁକି ତୁମ୍ଭକୁ ଆଘାତ କରି ଭୂମିସାତ୍ କରିବି? ତାହା କଲେ ମୁଁ କିପରି ତୁମ୍ଭ ଭାଇ ଯୋୟାବ ଆଗରେ ମୁଖ ଦେଖାଇବି?” Ver Capítuloପବିତ୍ର ବାଇବଲ (Re-edited) - (BSI)22 ତହୁଁ ଅବ୍ନର ପୁନର୍ବାର ଅସାହେଲକୁ କହିଲା, ମୋହର ପଶ୍ଚାଦ୍ଗମନରୁ ଫେର; ମୁଁ କାହିଁକି ତୁମ୍ଭକୁ ଆଘାତ କରି ଭୂମିସାତ୍ କରିବି? ତାହା କଲେ ମୁଁ କିରୂପେ ତୁମ୍ଭ ଭାଇ ଯୋୟାବ ଆଗରେ ମୁଖ ଟେକିବି? Ver Capítuloଓଡିଆ ବାଇବେଲ22 ତହୁଁ ଅବ୍ନର ପୁନର୍ବାର ଅସାହେଲକୁ କହିଲା, “ମୋହର ପଶ୍ଚାଦ୍ଗମନରୁ ଫେର; ମୁଁ କାହିଁକି ତୁମ୍ଭକୁ ଆଘାତ କରି ଭୂମିସାତ୍ କରିବି ? ତାହା କଲେ ମୁଁ କିପରି ତୁମ୍ଭ ଭାଇ ଯୋୟାବ ଆଗରେ ମୁଖ ଦେଖାଇବି ?” Ver Capítuloପବିତ୍ର ବାଇବଲ22 ଅବ୍ନର ଆଉଥରେ ଅସାହେଲ୍କୁ କହିଲେ, “ମୋ’ ପଛେ ଗୋଡ଼ାଇବା ବନ୍ଦ କର ନଚେତ୍ ମୁଁ ତୁମ୍ଭକୁ ହତ୍ୟା କରିବି। ମୁଁ ତୁମ୍ଭକୁ ହତ୍ୟା କଲେ ତୁମ୍ଭର ଭାଇ ଯୋୟାବକୁ କିପରି ମୁହଁ ଦେଖାଇବି?” Ver Capítulo |