2 ଶାମୁୟେଲ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 (ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ସମୟରେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ଆରବା ନାମକ ଅର୍ଥାତ୍ ଯର୍ଦ୍ଦନ ଉପତ୍ୟକା ଦେଇ ରାତ୍ରିସାରା ଗମନ କଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)7 (ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ବେଳେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ପଦାଭୂମିର ପଥ ଦେଇ ରାତ୍ରିଯାକ ଗମନ କଲେ। Ver Capítuloଓଡିଆ ବାଇବେଲ7 (ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ସମୟରେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ଆରାବା ନାମକ ଅର୍ଥାତ୍ ଯର୍ଦ୍ଦନ ଉପତ୍ୟକା ଦେଇ ରାତ୍ରିସାରା ଗମନ କଲେ। Ver Capítulo |