2 ଶାମୁୟେଲ 6:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରରେ ଉପସ୍ଥିତ ହେବା ବେଳେ ଶାଉଲଙ୍କର କନ୍ୟା ମୀଖଲ ଝରକା ଦେଇ ଅନାଇ ଦାଉଦ ରାଜାଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ କୁଦିବାର ଓ ନାଚିବାର ଦେଖିଲା; ଏଣୁ ସେ ଆପଣା ମନେ ମନେ ତାଙ୍କୁ ତୁଚ୍ଛ କଲା। Ver Capítuloପବିତ୍ର ବାଇବଲ (Re-edited) - (BSI)16 ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରରେ ଉପସ୍ଥିତ ହେବା ବେଳେ ଶାଉଲଙ୍କର କନ୍ୟା ମୀଖଲ ଝରକା ଦେଇ ଅନାଇ ଦାଉଦ ରାଜାଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ କୁଦିବାର ଓ ନାଚିବାର ଦେଖିଲାନ୍ତଏଣୁ ସେ ଆପଣା ମନେ ମନେ ତାଙ୍କୁ ତୁଚ୍ଛ କଲା। Ver Capítuloଓଡିଆ ବାଇବେଲ16 ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରରେ ଉପସ୍ଥିତ ହେବା ବେଳେ ଶାଉଲଙ୍କର କନ୍ୟା ମୀଖଲ ଝରକା ଦେଇ ଅନାଇ ଦାଉଦ ରାଜାଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ କୁଦିବାର ଓ ନାଚିବାର ଦେଖିଲା; ଏଣୁ ସେ ଆପଣା ମନେ ମନେ ତାଙ୍କୁ ତୁଚ୍ଛ କଲା। Ver Capítuloପବିତ୍ର ବାଇବଲ16 ଶାଉଲଙ୍କ ଝିଅ ମୀଖଲ ଝରକାରେ ଗ୍ଭହିଁ ଥିଲେ। ଯେତେବେଳେ ସେ ଦେଖିଲେ, ପବିତ୍ର ସିନ୍ଦୁକ ଦାଉଦ ନଗରକୁ ଆସିଲା, ଏବଂ ସେ ଯେତେବେଳେ ଦେଖିଲେ ଦାଉଦ ନିଜେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସମ୍ମୁଖରେ ନାଚୁଛନ୍ତି, ସେ ବ୍ୟତିବ୍ୟସ୍ତ ହେଲେ। ସେ ହୃଦୟରେ ତାଙ୍କୁ ତୁଚ୍ଛ ବୋଲି ଭାବିବାକୁ ଲାଗିଲେ। Ver Capítulo |