2 ଶାମୁୟେଲ 8:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟମାନଙ୍କର ଅଠର ହଜାର ଲୋକ ବଧ କରି ଫେରିଆସି ବଡ଼ ନାମ ପାଇଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)13 ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟ-ମାନଙ୍କର ଅଠର ହଜାର ଲୋକ ବଧ କରି ଫେରି ଆସି ବଡ଼ ନାମ ପାଇଲେ। Ver Capítuloଓଡିଆ ବାଇବେଲ13 ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟମାନଙ୍କର ଅଠର ହଜାର ଲୋକ ବଧ କରି ଫେରି ଆସି ବଡ଼ ନାମ ପାଇଲେ। Ver Capítuloପବିତ୍ର ବାଇବଲ13 ଦାଉଦ ଲବଣ ନାମକ ଉପତ୍ୟକାରେ ଅରାମୀୟମାନଙ୍କର 18,000 ସୈନ୍ୟଙ୍କୁ ବଧ କରିଥିଲେ ଓ ସେ ଯେତେବେଳେ ଘରକୁ ଫେରିଲେ ସେତେବେଳେ ବହୁତ ଖ୍ୟାତି ଅର୍ଜ୍ଜନ କରିଥିଲେ। Ver Capítulo |