2 ଶାମୁୟେଲ 9:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଲୋକମାନେ ସୀବଃ ନାମକ ଶାଉଲଙ୍କ ବଂଶର ଏକ ଦାସକୁ ଦାଉଦଙ୍କ ନିକଟକୁ ଡାକନ୍ତେ, ରାଜା ତାହାକୁ ପଚାରିଲେ, “ତୁମ୍ଭେ କି ସୀବଃ?” ତହୁଁ ସେ କହିଲା, “ଆପଣଙ୍କ ଦାସ ସେହି।” Ver Capítuloପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଲୋକମାନେ ସୀବଃ ନାମକ ଶାଉଲଙ୍କ ବଂଶର ଏକ ଦାସକୁ ଦାଉଦଙ୍କ ନିକଟକୁ ଡାକନ୍ତେ, ରାଜା ତାହାକୁ ପଚାରିଲେ, ତୁମ୍ଭେ କି ସୀବଃ? ତହୁଁ ସେ କହିଲା, ଆପଣଙ୍କ ଦାସ ସେହି। Ver Capítuloଓଡିଆ ବାଇବେଲ2 ତହିଁରେ ଲୋକମାନେ ସୀବଃ ନାମକ ଶାଉଲଙ୍କ ବଂଶର ଏକ ଦାସକୁ ଦାଉଦଙ୍କ ନିକଟକୁ ଡାକନ୍ତେ, ରାଜା ତାହାକୁ ପଚାରିଲେ, “ତୁମ୍ଭେ କି ସୀବଃ ?” ତହୁଁ ସେ କହିଲା, “ଆପଣଙ୍କ ଦାସ ସେହି।” Ver Capítuloପବିତ୍ର ବାଇବଲ2 ସୀବଃ ନାମକ ଏକ ଗ୍ଭକର ଶାଉଲ ପରିବାରର ଥିଲା। ସେ ଦାଉଦଙ୍କ ସମ୍ମୁଖକୁ ଡକା ହୋଇଥିଲା। ଏବଂ ରାଜା ପଗ୍ଭରିଲେ, “ତୁମ୍ଭେ କ’ଣ ସୀବଃ?” ସେ ଉତ୍ତର ଦେଇ କହିଲା, “ହଁ ଆଜ୍ଞା, ମୁଁ ଆପଣଙ୍କର ଦାସ ସୀବଃ।” Ver Capítulo |