୨ ଥେସଲନୀକୀୟ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଈଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ, Ver Capítuloପବିତ୍ର ବାଇବଲ (Re-edited) - (BSI)5 ଈଶ୍ଵରଙ୍କ ଯେଉଁ ରାଜ୍ୟନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗ କରୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ଵରଙ୍କ ଯଥାର୍ଥ ବିଚାରର ପ୍ରତ୍ୟକ୍ଷ ପ୍ରମାଣ, Ver Capítuloଓଡିଆ ବାଇବେଲ5 ଈଶ୍ୱରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ୱରଙ୍କ ଉଚିତ ବିଚାରର ପ୍ରତ୍ୟକ୍ଷ ପ୍ରମାଣ, Ver Capítuloପବିତ୍ର ବାଇବଲ (CL) NT (BSI)5 ଏ ସମସ୍ତରୁ ପ୍ରମାଣିତ ହେଉଛି ଯେ, ଈଶ୍ୱରଙ୍କ ବିଚାର ଯଥାର୍ଥ ଏବଂ ତୁମ୍ଭେମାନେ ତାହାଙ୍କ ରାଜ୍ୟର ଯୋଗ୍ୟ ହେବ, କାରଣ ସେହି ରାଜ୍ୟ ନିମନ୍ତେ ତୁମ୍ଭେମାନେ ଉତ୍ପୀଡ଼ିତ ହେଉଛ। Ver Capítuloପବିତ୍ର ବାଇବଲ5 ପରମେଶ୍ୱର ତାହାଙ୍କର ବିଗ୍ଭରରେ ଠିକ୍ ବୋଲି ଏହା ପ୍ରମାଣିତ କରେ। ପରମେଶ୍ୱର ଗ୍ଭହାନ୍ତି ଯେ, ତୁମ୍ଭେ ତାହାଙ୍କ ରାଜ୍ୟରେ ପ୍ରବେଶ ପାଇଁ ଯୋଗ୍ୟ ହୁଅ, ଯେଉଁଥିପାଇଁ ତୁମ୍ଭେମାନେ ଏହିସବୁ ଯାତନାର ସମ୍ମୁଖୀନ ହେଉଛ। Ver Capítulo |