୨ ଥେସଲନୀକୀୟ 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ, ଏଥିପାଇଁ ସେମାନେ ଯେପରି ମିଥ୍ୟାରେ ବିଶ୍ୱାସ କରନ୍ତି, ସେଥିନିମନ୍ତେ ଈଶ୍ବର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପଠାଇଅଛନ୍ତି, Ver Capítuloପବିତ୍ର ବାଇବଲ (Re-edited) - (BSI)11 ଆଉ, ଏଥିସକାଶେ ସେମାନେ ଯେପରି ମିଥ୍ୟାରେ ବିଶ୍ଵାସ କରନ୍ତି, ସେଥିନିମନ୍ତେ ଈଶ୍ଵର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପ୍ରେରଣ କରନ୍ତି, Ver Capítuloଓଡିଆ ବାଇବେଲ11 ଆଉ, ଏଥିପାଇଁ ସେମାନେ ଯେପରି ମିଥ୍ୟାରେ ବିଶ୍ୱାସ କରନ୍ତି, ସେଥିନିମନ୍ତେ ଈଶ୍ୱର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପଠାଇଅଛନ୍ତି, Ver Capítuloପବିତ୍ର ବାଇବଲ (CL) NT (BSI)11 ଯାହା ଅସତ୍ୟ, ସେଥିରେ ସେମାନଙ୍କର ବିଶ୍ୱାସ ଜନ୍ମାଇବା ପାଇଁ ଈଶ୍ୱର ସେମାନଙ୍କୁ ଭ୍ରାନ୍ତି ଉତ୍ପାଦକ ଶକ୍ତିମାନଙ୍କ ହାତରେ ଛାଡ଼ି ଦେବେ। Ver Capítuloପବିତ୍ର ବାଇବଲ11 ସତ୍ୟକୁ ଭଲ ପାଇବା ପାଇଁ ସେମାନେ ମନା କରିବାରୁ, ପରମେଶ୍ୱର ମଧ୍ୟ ସେମାନଙ୍କ ପାଖକୁ ସତ୍ୟଠାରୁ ଦୂରେଇ ନେଇ ଯିବା ଭଳି ଏକ ଶକ୍ତିକୁ ପଠାନ୍ତି। ଅସତ୍ୟକୁ ବିଶ୍ୱାସ କରିବା ଲାଗି ପରମେଶ୍ୱର ସେମାନଙ୍କ ପାଖକୁ ସେହି ଶକ୍ତି ପଠାନ୍ତି। Ver Capítulo |