୨ ଥେସଲନୀକୀୟ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଈଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ବରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ବର ବୋଲି ଦେଖାଏ। Ver Capítuloପବିତ୍ର ବାଇବଲ (Re-edited) - (BSI)4 ସେ ଈଶ୍ଵରଙ୍କ ନାମରେ ଖ୍ୟାତ ବା ପୂଜିତ ସମସ୍ତଙ୍କ ବିରୋଧୀ ହୋଇ ନିଜକୁ ସେମାନଙ୍କଠାରୁ ଉନ୍ନତ କରେ, ଏପରିକି ଈଶ୍ଵରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ଵର ବୋଲି ଦେଖାଏ। Ver Capítuloଓଡିଆ ବାଇବେଲ4 ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଇଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ୱରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ୱର ବୋଲି ଦେଖାଏ । Ver Capítuloପବିତ୍ର ବାଇବଲ (CL) NT (BSI)4 ସେହି ଦୁରାତ୍ମା ମନୁଷ୍ୟର ତଥାକଥିତ ସମସ୍ତ ଆରାଧ୍ୟ ଦେବତା ଓ ଉପାସ୍ୟ ବସ୍ତୁର ବିରୁଦ୍ଧାଚରଣ କରିବ ଓ ନିଜକୁ ସମସ୍ତଙ୍କ ଉଦ୍ଧ୍ୱର୍ରେ ରଖିବାକୁ ପ୍ରୟାସ କରିବ। ଏପରି କି ସେ ଈଶ୍ୱରଙ୍କ ମନ୍ଦିରରେ ଉପବେଶନ କରି ନିଜେ ଈଶ୍ୱର ବୋଲି ଦାବୀ କରିବ। Ver Capítuloପବିତ୍ର ବାଇବଲ4 ସେହି ମନ୍ଦ ବ୍ୟକ୍ତି, ପରମେଶ୍ୱରଙ୍କ କିମ୍ବା ଏପରି କିଛି ଯାହା ଲୋକଙ୍କ ଦ୍ୱାରା ଉପାସିତ, ଏହିପରି ପ୍ରତ୍ୟେକ ବିଷୟର ବିରୋଧୀ କରେ। ସେ ନିଜକୁ ପ୍ରତ୍ୟେକଠାରୁ ଉଚ୍ଚ ବୋଲି ଦେଖାଏ, ଈଶ୍ୱରଙ୍କ ନାମରେ ଖ୍ୟାତ ଓ ପୂଜା ପାଉଥିବା ସମସ୍ତଙ୍କର ସେ ବିରୋଧ କରେ। ସେ ଲୋକ ପରମେଶ୍ୱରଙ୍କ ମନ୍ଦିରକୁ ଯାଇ, ସିଂହାସନରେ ବସି ନିଜକୁ ପରମେଶ୍ୱର ବୋଲି ଘୋଷଣା କରେ। Ver Capítulo |