କଲସୀୟ 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ। Ver Capítuloପବିତ୍ର ବାଇବଲ (Re-edited) - (BSI)3 ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ଵାସ ଏବଂ ସ୍ଵର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣି Ver Capítuloଓଡିଆ ବାଇବେଲ3 ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣି Ver Capítuloପବିତ୍ର ବାଇବଲ (CL) NT (BSI)3 ଆମେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବା ସମୟରେ ଆମ୍ଭମାନଙ୍କ ଖ୍ରୀଷ୍ଟ ଯୀଶୁଙ୍କ ପିତା ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଛୁ। Ver Capítuloପବିତ୍ର ବାଇବଲ3 ଆମ୍ଭ ପ୍ରାର୍ଥନାରେ ଆମ୍ଭେ ସବୁବେଳେ ତୁମ୍ଭ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛୁ। Ver Capítulo |