କଲସୀୟ 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଓ ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି; Ver Capítuloପବିତ୍ର ବାଇବଲ (Re-edited) - (BSI)10 ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ଵଭାବ।। ପରିଧାନ କରିଅଛ; ସେହି ନୂତନ ସ୍ଵଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି; Ver Capítuloଓଡିଆ ବାଇବେଲ10 ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି; Ver Capítuloପବିତ୍ର ବାଇବଲ (CL) NT (BSI)10 ଏବଂ ନୂତନ ସ୍ୱଭାବ ଧାରଣ କରିଛ। ମନୁଷ୍ୟର ଏହି ନବୀକରଣ, ସ୍ରଷ୍ଟା ଈଶ୍ୱର ନିଜ ପ୍ରତିମୂର୍ତ୍ତିରେ ଅବିରତ ସାଧନ କରୁଛନ୍ତି। ଏଥିଦ୍ୱାରା ତୁମ୍ଭେମାନେ ତାଙ୍କ ବିଷୟରେ ସମ୍ପୂର୍ଣ୍ଣ ଜ୍ଞାନପ୍ରାପ୍ତ ହେଉଛ। Ver Capítuloପବିତ୍ର ବାଇବଲ10 ତୁମ୍ଭେମାନେ ନୂତନ ଜୀବନ ଆରମ୍ଭ କରିଛ। ନୂତନ ଜୀବନରେ ତୁମ୍ଭେମାନେ ନୂଆ ହେଉଅଛ। ତୁମ୍ଭେମାନେ ତୁମ୍ଭମାନଙ୍କର ସେହି ସୃଷ୍ଟିକର୍ତ୍ତାଙ୍କ ଭଳି ହୋଇଯାଉଛ। ଏହି ନୂତନ ଜୀବନ ଦ୍ୱାରା ତୁମ୍ଭେମାନେ ପରମେଶ୍ୱରଙ୍କ ବିଷୟରେ ପ୍ରକୃତ ଜ୍ଞାନ ପ୍ରାପ୍ତ ହେଉଛ। Ver Capítulo |