La Biblia Online

- Anuncios -




କଲସୀୟ 3:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପ୍ରଭୁଙ୍କଠାରୁ ଉତ୍ତରାଧିକାରରୂପ ପୁରସ୍କାର ଯେ ପାଇବ, ଏହା ତ ତୁମ୍ଭେମାନେ ଜାଣ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କର ସେବା କର,

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

24 ପ୍ରଭୁଙ୍କଠାରୁ ଉତ୍ତରାଧିକାରରୂପ ପୁରସ୍କାର ଯେ ପାଇବ, ଏହା ତ ତୁମ୍ଭେମାନେ ଜାଣ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କର ସେବା କର,

Ver Capítulo Copiar

ଓଡିଆ ବାଇବେଲ

24 ପ୍ରଭୁଙ୍କଠାରୁ ଉତ୍ତରାଧିକାରରୂପ ପୁରସ୍କାର ଯେ ପାଇବ, ଏହା ତ ତୁମ୍ଭେମାନେ ଜାଣ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କର ସେବା କର,

Ver Capítulo Copiar

ପବିତ୍ର ବାଇବଲ (CL) NT (BSI)

24 ମନେରଖ, ଈଶ୍ୱର ତାଙ୍କ ଲୋକମାନଙ୍କ ପାଇଁ ଯାହା ରଖିଛନ୍ତି, ତାହା ସେ ତୁମକୁ ପୁରସ୍କାର ସ୍ୱରୂପେ ଦେବେ। କାରଣ ଖ୍ରୀଷ୍ଟ ହିଁ ତୁମର ପ୍ରକୃତ ପ୍ରଭୁ, ଯାହାଙ୍କର ସେବା ତୁମେ କରୁଛ।

Ver Capítulo Copiar

ପବିତ୍ର ବାଇବଲ

24 ମନେରଖ! ତୁମ୍ଭେମାନେ ତୁମ୍ଭମାନଙ୍କର ପୁରସ୍କାର ପ୍ରଭୁଙ୍କଠାରୁ ପାଇବ। ସେ ତାଙ୍କ ଲୋକଙ୍କୁ ଯାହା ପ୍ରତିଶୃତି ଦେଇଛନ୍ତି, ତାହା ତୁମ୍ଭମାନଙ୍କୁ ଦେବେ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କ ସେବା କରୁଛ।

Ver Capítulo Copiar




କଲସୀୟ 3:24

Síguenos en:

Anuncios


Anuncios