କଲସୀୟ 4:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି। ମୋହର ବନ୍ଧନ ସ୍ମରଣ କର। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। Ver Capítuloପବିତ୍ର ବାଇବଲ (Re-edited) - (BSI)18 ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି। ମୋହର ବନ୍ଧନ ସ୍ମରଣ କର। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।। Ver Capítuloଓଡିଆ ବାଇବେଲ18 ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି। ମୋହର ବନ୍ଧନ ସ୍ମରଣ କର । ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ । Ver Capítuloପବିତ୍ର ବାଇବଲ (CL) NT (BSI)18 ମୁଁ ପାଉଲ ସ୍ୱାକ୍ଷର ସହ, ମୋର ଶୁଭେଚ୍ଛା ଜଣାଉଛି। ମୋର ବନ୍ଦୀ ଅବସ୍ଥାକୁ ଭୁଲି ଯିବ ନାହିଁ। ଈଶ୍ୱରଙ୍କ ଅନୁଗ୍ରହ ତୁମ ସମସ୍ତଙ୍କ ନିକଟରେ ରହୁ। Ver Capítuloପବିତ୍ର ବାଇବଲ18 ମୁଁ ପାଉଲ, ନିଜ ହସ୍ତାକ୍ଷରରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛି। ମୋର ବନ୍ଦୀଦଶା ସ୍ମରଣ କର। ତୁମ୍ଭମାନଙ୍କ ପ୍ରତି ପରମେଶ୍ୱରଙ୍କର ଅନୁଗ୍ରହ ରହୁ। ଆମେନ୍। Ver Capítulo |