ଦ୍ଵିତୀୟ ବିବରଣ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍ ପର୍ଯ୍ୟନ୍ତ ଯାତ୍ରା କର। Ver Capítuloପବିତ୍ର ବାଇବଲ (Re-edited) - (BSI)7 ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍ ପର୍ଯ୍ୟନ୍ତ ଯାତ୍ରା କର। Ver Capítuloଓଡିଆ ବାଇବେଲ7 ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍ ପର୍ଯ୍ୟନ୍ତ ଯାତ୍ରା କର। Ver Capítuloପବିତ୍ର ବାଇବଲ7 ଇମୋରୀୟମାନଙ୍କ ପର୍ବତ ଦେଶକୁ ଯାଅ। ତୁମ୍ଭେ ସେହି ଦେଶର ପଡ଼ୋଶୀ ଅଞ୍ଚଳ ଗୁଡ଼ିକୁ ଯାଅ, ପର୍ବତମୟ ଦେଶ, ଯର୍ଦ୍ଦନର ଉପତ୍ୟକାକୁ ତଳଭୂମି, ମରୁଭୂମି ଏବଂ ସମୁଦ୍ର ଉପକୂଳ ସମେତ କିଣାନୀୟମାନଙ୍କ ସମସ୍ତଦେଶ ଓ ଲିବାନୋନ୍ ଦେଇ ଫରାତ୍ ନଦୀ ପର୍ଯ୍ୟନ୍ତ ଯାଅ। Ver Capítulo |