ଉପଦେଶକ 12:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରିଯିବ। Ver Capítuloପବିତ୍ର ବାଇବଲ (Re-edited) - (BSI)7 ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ଵରଙ୍କ ନିକଟକୁ ଆତ୍ମା ଫେରି ଯିବ। Ver Capítuloଓଡିଆ ବାଇବେଲ7 ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରି ଯିବ। Ver Capítuloପବିତ୍ର ବାଇବଲ7 ତୁମ୍ଭର ଶରୀର ଯାହା ଧୂଳିରୁ ଆସିଥିଲା, ତୁମ୍ଭେ ମଲା ପରେ ପୁଣି ଧୂଳିକୁ ଫେରିଯିବ। ଏବଂ ତୁମ୍ଭର ଆତ୍ମା ପରମେଶ୍ୱରଙ୍କ ନିକଟକୁ ଫେରିଯିବ। Ver Capítulo |