ଉପଦେଶକ 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ମୁଁ ଆପଣା ମନେ ମନେ କହିଲି, “ମୂର୍ଖ ପ୍ରତି ଯେରୂପ ଘଟେ, ମୋʼ ପ୍ରତି ହିଁ ସେରୂପ ଘଟିବ; ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି?” ତହୁଁ ମୁଁ ମନେ ମନେ କହିଲି, ଏହା ହିଁ ଅସାର। Ver Capítuloପବିତ୍ର ବାଇବଲ (Re-edited) - (BSI)15 ତହିଁରେ ମୁଁ ଆପଣା ମନେ ମନେ କହିଲି, ମୂର୍ଖ ପ୍ରତି ଯେରୂପ ଘଟେ, ମୋʼ ପ୍ରତି ହିଁ ସେରୂପ ଘଟିବ; ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି? ତହୁଁ ମୁଁ ମନେ ମନେ କହିଲି, ଏହା ହିଁ ଅସାର। Ver Capítuloଓଡିଆ ବାଇବେଲ15 ତହିଁରେ ମୁଁ ଆପଣା ମନେ ମନେ କହିଲି, “ମୂର୍ଖ ପ୍ରତି ଯେରୂପ ଘଟେ, ମୋ’ ପ୍ରତି ହିଁ ସେରୂପ ଘଟିବ; ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି ?” ତହୁଁ ମୁଁ ମନେ ମନେ କହିଲି, “ଏହା ହିଁ ଅସାର।” Ver Capítuloପବିତ୍ର ବାଇବଲ15 ତେଣୁ ମୁଁ ଆପଣା ମନେ ମନେ କହିଲି, “ମୂର୍ଖ ପ୍ରତି ଯେପରି ଘଟେ, ମୋ’ ପ୍ରତି ହିଁ ସେହିପରି ଘଟିବ। ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି।” ତେଣୁ ମୁଁ ଭାବିଲି, “ଏହା ମଧ୍ୟ ଅସାର।” Ver Capítulo |