ଉପଦେଶକ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ। Ver Capítuloପବିତ୍ର ବାଇବଲ (Re-edited) - (BSI)8 କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ଵିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛିମ? ଏହା ହିଁ ଅସାର ଓ ଅତ୍ୟ; କ୍ଳେଶଜନକ। Ver Capítuloଓଡିଆ ବାଇବେଲ8 କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି ? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ। Ver Capítuloପବିତ୍ର ବାଇବଲ8 ଯଦି କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ, ତା'ର ପୁତ୍ର ଏବଂ ଭ୍ରାତା କେହି ନାହିଁ। ତଥାପି ତାହାର ପରିଶ୍ରମର ସୀମା ନାହିଁ, ତା'ର ଚକ୍ଷୁ କିଅବା ତା'ର ଧନରେ ତୃପ୍ତ ନୁହେଁ। କିନ୍ତୁ ସେ ନିଜକୁ ପଗ୍ଭରେ ନାହିଁ ଯେ, “କାହିଁକି ମୁଁ ଏତେ କଠିନ କାର୍ଯ୍ୟ କରୁଛି? କାହିଁକି ମୁଁ ମୋର ଜୀବନକୁ ଉପଭୋଗ କରିବି ନାହିଁ?” ଏହା ମଧ୍ୟ ଅସାର ଓ ଅତ୍ୟନ୍ତ କ୍ଳେଶ ଜନକ। Ver Capítulo |