ଉପଦେଶକ 7:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ଧନ ଯେପରି ଆଶ୍ରୟ ସ୍ୱରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ୱରୂପ ଅଟେ; ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ। Ver Capítuloପବିତ୍ର ବାଇବଲ (Re-edited) - (BSI)12 କାରଣ ଧନ ଯେପରି ଆଶ୍ରୟ ସ୍ଵରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ଵରୂପ ଅଟେ; ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ। Ver Capítuloଓଡିଆ ବାଇବେଲ12 କାରଣ ଧନ ଯେପରି ଆଶ୍ରୟ ସ୍ୱରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ୱରୂପ ଅଟେ; ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ। Ver Capítuloପବିତ୍ର ବାଇବଲ12 କାରଣ ଧନ ଯେପରି ଆଶ୍ରୟ ସ୍ୱରୂପ, ଜ୍ଞାନ ହିଁ ସେହିପରି ଆଶ୍ରୟ ସ୍ୱରୂପ ଅଟେ। ଜ୍ଞାନ ଥିବାର ଲାଭ ଏହି ଯେ, ଯେଉଁମାନଙ୍କର ଜ୍ଞାନ ଅଛି ସେମାନଙ୍କର ଜୀବନକୁ ଏହା ସୁରକ୍ଷା କରେ। Ver Capítulo |