La Biblia Online

- Anuncios -




ଉପଦେଶକ 8:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନ ଓ ପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ୱରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ଵରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେ ଯେ ପରିଶ୍ରମ କରେ, ସେସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ।

Ver Capítulo Copiar

ଓଡିଆ ବାଇବେଲ

15 ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନ ଓ ପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ୱରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ।

Ver Capítulo Copiar

ପବିତ୍ର ବାଇବଲ

15 ତେଣୁ ମୁଁ ନିଷ୍ପତ୍ତି କଲି, ଜୀବନକୁ ଉପଭୋଗ କରିବା ଅଧିକ ଗୁରୁତ୍ୱପୂର୍ଣ୍ଣ। କାରଣ ଭୋଜନପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ। କାରଣ ସେମାନଙ୍କ ଜୀବନକାଳ ମଧ୍ୟରେ ଯେଉଁମାନେ କଠିନ ପରିଶ୍ରମ କରନ୍ତି, ତାହା ହେଉଛି ଗୋଟିଏ ଜିନିଷ ଯାହାକି ସେମାନଙ୍କୁ ସାହାଯ୍ୟ କରେ।

Ver Capítulo Copiar




ଉପଦେଶକ 8:15

Síguenos en:

Anuncios


Anuncios