ଉପଦେଶକ 8:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର। Ver Capítuloପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ଵରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର। Ver Capítuloଓଡିଆ ବାଇବେଲ2 ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର। Ver Capítuloପବିତ୍ର ବାଇବଲ2 ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ତୁମ୍ଭେ ସର୍ବଦା ରାଜାଆଜ୍ଞା ପାଳନ କର। ତୁମ୍ଭେ ଏପରି କର କାରଣ ତୁମ୍ଭେ ପରମେଶ୍ୱରଙ୍କଠାରେ ତାହା କରିବାକୁ ପ୍ରତିଜ୍ଞା କରିଅଛ। Ver Capítulo |