ଏଫିସୀୟ 4:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ; Ver Capítuloପବିତ୍ର ବାଇବଲ (Re-edited) - (BSI)17 ଅତଏବ, ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ବିଜାତିମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ; Ver Capítuloଓଡିଆ ବାଇବେଲ17 ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ; Ver Capítuloପବିତ୍ର ବାଇବଲ (CL) NT (BSI)17 ତେଣୁ ପ୍ରଭୁଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ସତର୍କ କରି ଦେଉଛି। ବିଧର୍ମୀମାନଙ୍କ ପରି ଆଉ ଜୀବନ ଯାପନ କର ନାହିଁ। ସେମାନଙ୍କର ଚିନ୍ତା ଅସାର Ver Capítuloପବିତ୍ର ବାଇବଲ17 ପ୍ରଭୁଙ୍କ ନାମରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ୱାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସେମାନଙ୍କ ବିଗ୍ଭରର କିଛି ମୂଲ୍ୟ ନାହିଁ। Ver Capítulo |