ଆଦି ପୁସ୍ତକ 1:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।” Ver Capítuloପବିତ୍ର ବାଇବଲ (Re-edited) - (BSI)28 ଆଉ ପରମେଶ୍ଵର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି ପରମେଶ୍ଵର ସେମାନଙ୍କୁ କହିଲେ, ପ୍ରଜାବ; ଓ ବହୁବଂଶ ହୁଅ, ପୁଣି ପୃଥିବୀକି ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର। Ver Capítuloଓଡିଆ ବାଇବେଲ28 ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।” Ver Capítuloପବିତ୍ର ବାଇବଲ28 ସେଥିପାଇଁ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ ଏବଂ କହିଲେ, “ବହୁତ ସନ୍ତାନ-ସନ୍ତତି ସହ ଆଶୀର୍ବାଦ ପ୍ରାପ୍ତ ହୁଅ। ପୃଥିବୀରେ ଶାସନ କରି, ପୃଥିବୀକୁ ପରିପୂର୍ଣ୍ଣ କର। ଆଉ ଜଳରେ ଥିବା ମତ୍ସ୍ୟଗଣ ଉପରେ ଏବଂ ବୃହତ୍ ପ୍ରାଣୀଗଣ ଉପରେ ଏବଂ ପୃଥିବୀ ଉପରେ ଗମନକାରୀ ଭୂଚର ପ୍ରାଣୀଗଣ ଉପରେ ଶାସନ କର।” Ver Capítulo |