ଆଦି ପୁସ୍ତକ 1:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ। Ver Capítuloପବିତ୍ର ବାଇବଲ (Re-edited) - (BSI)29 ପରମେଶ୍ଵର ଆହୁରି କହିଲେ, ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ। Ver Capítuloଓଡିଆ ବାଇବେଲ29 ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ। Ver Capítuloପବିତ୍ର ବାଇବଲ29 ପରମେଶ୍ୱର କହିଲେ, “ମୁଁ ତୁମ୍ଭମାନଙ୍କୁ ସମସ୍ତ ପ୍ରକାର ବୀଜୋଉତ୍ପାଦକ ଗଛ ଦେଉଛି ଏବଂ ପ୍ରତ୍ୟେକ ଗଛ ଯାହାର ଫଳ ମଧ୍ୟରେ ବୀଜ ଅଛି ତାହା ତୁମ୍ଭର ଖାଦ୍ୟ ହେବ। Ver Capítulo |