ଯିରିମୀୟ 11:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହେତୁ ତୁମ୍ଭେ ଏହି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ ଉଚ୍ଚ ଆର୍ତ୍ତସ୍ୱର ଅବା ପ୍ରାର୍ଥନା କର ନାହିଁ, କାରଣ ସେମାନେ ଆପଣାମାନଙ୍କର ବିପଦ ସକାଶୁ ଆମ୍ଭ ନିକଟରେ ଆର୍ତ୍ତସ୍ୱର କଲା ବେଳେ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)14 ଏହେତୁ ତୁମ୍ଭେ ଏହି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ ଉଚ୍ଚ ଆର୍ତ୍ତସ୍ଵର ଅବା ପ୍ରାର୍ଥନା କର ନାହିଁ, କାରଣ ସେମାନେ ଆପଣାମାନଙ୍କର ବିପଦ ସକାଶୁ ଆମ୍ଭ ନିକଟରେ ଆର୍ତ୍ତସ୍ଵର କଲା ବେଳେ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ। Ver Capítuloଓଡିଆ ବାଇବେଲ14 ଏହେତୁ ତୁମ୍ଭେ ଏହି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ ଉଚ୍ଚ ଆର୍ତ୍ତସ୍ୱର ଅବା ପ୍ରାର୍ଥନା କର ନାହିଁ, କାରଣ ସେମାନେ ଆପଣାମାନଙ୍କର ବିପଦ ସକାଶୁ ଆମ୍ଭ ନିକଟରେ ଆର୍ତ୍ତସ୍ୱର କଲା ବେଳେ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ। Ver Capítuloପବିତ୍ର ବାଇବଲ14 “ତେଣୁ ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ। କାରଣ ସେମାନେ ଦୁଃଖ ଭୋଗିଲାବେଳେ ଆର୍ତ୍ତସ୍ୱରରେ ସାହାଯ୍ୟ ଭିକ୍ଷା କରିବେ। ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ। Ver Capítulo |