ଯିରିମୀୟ 12:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆମ୍ଭର ଅଧିକାର ଆମ୍ଭ ପ୍ରତି କି ଚିତ୍ରିତ ଶିକାରୀ ପକ୍ଷୀ ତୁଲ୍ୟ ଅଟେ, ଶିକାରୀ ପକ୍ଷୀମାନେ ତାହାର ବିରୁଦ୍ଧରେ ଚାରିଆଡ଼େ ଘେରିଅଛନ୍ତି? ତୁମ୍ଭେମାନେ ଯାଇ ବନ୍ୟ ପଶୁମାନଙ୍କୁ ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ। Ver Capítuloପବିତ୍ର ବାଇବଲ (Re-edited) - (BSI)9 ଆମ୍ଭର ଅଧିକାର ଆମ୍ଭ ପ୍ରତି କି ଚିତ୍ରିତ ଶିକାରୀ ପକ୍ଷୀ ତୁଲ୍ୟ ଅଟେ, ଶିକାରୀ ପକ୍ଷୀମାନେ ତାହାର ବିରୁଦ୍ଧରେ ଚାରିଆଡ଼େ ଘେରିଅଛନ୍ତି? ତୁମ୍ଭେମାନେ ଯାଇ ବନ୍ୟ ପଶୁମାନଙ୍କୁ ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ। Ver Capítuloଓଡିଆ ବାଇବେଲ9 ଆମ୍ଭର ଅଧିକାର ଆମ୍ଭ ପ୍ରତି କି ଚିତ୍ରିତ ଶିକାରୀ ପକ୍ଷୀ ତୁଲ୍ୟ ଅଟେ, ଶିକାରୀ ପକ୍ଷୀମାନେ ତାହାର ବିରୁଦ୍ଧରେ ଚାରିଆଡ଼େ ଘେରିଅଛନ୍ତି ? ତୁମ୍ଭେମାନେ ଯାଇ ବନ୍ୟ ପଶୁମାନଙ୍କୁ ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ। Ver Capítuloପବିତ୍ର ବାଇବଲ9 ଆମ୍ଭର ନିଜ ଲୋକ ଶିକାରୀ ପକ୍ଷୀ ବେଷ୍ଟିତ ମୃଗପ୍ରାଣୀ ସଦୃଶ ହୋଇଅଛନ୍ତି। ସେମାନେ ତା'ର ବିରୁଦ୍ଧରେ ଗ୍ଭରିଆଡ଼େ ଘେରି ରହିଅଛନ୍ତି, ତୁମ୍ଭେମାନେ ଯାଇ ବନ୍ୟ ପଶୁମାନଙ୍କୁ ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ। Ver Capítulo |