ଯିରିମୀୟ 15:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ? ଅବା କିଏ ତୁମ୍ଭ ଲାଗି ବିଳାପ କରିବ? ଅଥବା ତୁମ୍ଭର ମଙ୍ଗଳ ବିଷୟ ପଚାରିବା ପାଇଁ କିଏ ତୁମ୍ଭ ନିକଟକୁ ଆସିବ? Ver Capítuloପବିତ୍ର ବାଇବଲ (Re-edited) - (BSI)5 କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ? ଅବା କିଏ ତୁମ୍ଭ ଲାଗି ବିଳାପ କରିବ? ଅଥବା ତୁମ୍ଭର ମଙ୍ଗଳ ବିଷୟ ପଚାରିବା ପାଇଁ କିଏ କତିକି ଆସିବ? Ver Capítuloଓଡିଆ ବାଇବେଲ5 କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ ? ଅବା କିଏ ତୁମ୍ଭ ଲାଗି ବିଳାପ କରିବ ? ଅଥବା ତୁମ୍ଭର ମଙ୍ଗଳ ବିଷୟ ପଚାରିବା ପାଇଁ କିଏ ତୁମ୍ଭ ନିକଟକୁ ଆସିବ ?” Ver Capítuloପବିତ୍ର ବାଇବଲ5 “କାରଣ ହେ ଯିରୁଶାଲମ, କିଏ ତୁମ୍ଭକୁ ଦୟା କରିବ? କିଏ ତୁମଲାଗି କାନ୍ଦିବ? ତୁମ୍ଭର କୁଶଳତା ବିଷୟ ପଗ୍ଭରିବା ପାଇଁ କିଏ ତୁମ୍ଭ ପାଖକୁ ଆସିବ?” Ver Capítulo |