ଯିରିମୀୟ 18:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ। Ver Capítuloପବିତ୍ର ବାଇବଲ (Re-edited) - (BSI)16 ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶଦ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ। Ver Capítuloଓଡିଆ ବାଇବେଲ16 ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ। Ver Capítuloପବିତ୍ର ବାଇବଲ16 ଯିହୁଦା ଏକ ଶୂନ୍ୟ ମରୁପ୍ରାନ୍ତରରେ ପରିଣତ ହେବ। ସେମାନେ ଗମନ କଲାବେଳେ ଶୀସ୍ ଶବ୍ଦ କରିଯାଆନ୍ତି। ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହୋଇ ଆପଣା ମସ୍ତକ ହରାଇବ। Ver Capítulo |