ଯିରିମୀୟ 3:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି। Ver Capítuloପବିତ୍ର ବାଇବଲ (Re-edited) - (BSI)6 ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, ବିପଥଗାମିନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛ। Ver Capítuloଓଡିଆ ବାଇବେଲ6 ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି। Ver Capítuloପବିତ୍ର ବାଇବଲ6 ଯିହୁଦାରେ ଯୋଶିୟ ରାଜାଙ୍କ ଶାସନ କାଳରେ, ସଦାପ୍ରଭୁ ମୋତେ କହିଲେ, “ବିପଥଗାମିନୀ ଇସ୍ରାଏଲ ଯାହା କରିଅଛ, ତାହା କ’ଣ ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ଯାଇ ବ୍ୟଭିଗ୍ଭର କରିଅଛି। Ver Capítulo |