La Biblia Online

- Anuncios -




ଯିରିମୀୟ 37:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ସେ ବିନ୍ୟାମୀନ୍ ନାମକ ନଗର-ଦ୍ୱାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରି କହିଲା, “ତୁମ୍ଭେ କଲ୍‍ଦୀୟମାନଙ୍କର ପକ୍ଷକୁ ଯାଉଅଛ।”

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ସେ ବିନ୍ୟାମୀନ ନାମକ ନଗର-ଦ୍ଵାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରି କହିଲା, ତୁମ୍ଭେ କଲ୍ଦୀୟମାନଙ୍କର ପକ୍ଷକୁ ଯାଉଅଛ।

Ver Capítulo Copiar

ଓଡିଆ ବାଇବେଲ

13 ପୁଣି, ସେ ବିନ୍ୟାମୀନ୍ ନାମକ ନଗର ଦ୍ୱାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରି କହିଲା, “ତୁମ୍ଭେ କଲ୍‍ଦୀୟମାନଙ୍କର ପକ୍ଷକୁ ଯାଉଅଛ।”

Ver Capítulo Copiar

ପବିତ୍ର ବାଇବଲ

13 କିନ୍ତୁ ଯେତେବେଳେ ଯିରିମିୟ ବିନ୍ୟାମୀନ ପ୍ରଦେଶର ନଗର ଦ୍ୱାରରେ ପହଞ୍ଚିଲେ, ସେତେବେଳେ ପ୍ରହରୀଗଣଙ୍କ ଅଧ୍ୟକ୍ଷ, ହନାନିୟର ପୌତ୍ର, ଶେଲିମିୟର ପୁତ୍ର, ଯିରିୟ ତାଙ୍କୁ ବନ୍ଦୀ କରି କହିଲା, “ତୁମ୍ଭେ ଆମ୍ଭମାନଙ୍କୁ ପରିତ୍ୟାଗ କରି କ‌‌ଲ୍‌‌ଦୀୟମାନଙ୍କ ପକ୍ଷ ନେଇଅଛ।”

Ver Capítulo Copiar




ଯିରିମୀୟ 37:13

Síguenos en:

Anuncios


Anuncios