ଯିରିମୀୟ 38:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ସିଦିକୀୟ ରାଜା ଗୋପନରେ ଯିରିମୀୟଙ୍କ ନିକଟରେ ଶପଥ କରି କହିଲା, “ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଶପଥ, ମୁଁ ତୁମ୍ଭକୁ ବଧ କରିବି ନାହିଁ, କିଅବା ତୁମ୍ଭ ପ୍ରାଣନାଶର ଚେଷ୍ଟାକାରୀ ଏହି ଲୋକମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।” Ver Capítuloପବିତ୍ର ବାଇବଲ (Re-edited) - (BSI)16 ତହିଁରେ ସିଦିକୀୟ ରାଜା ଗୋପନରେ ଯିରିମୀୟଙ୍କ ନିକଟରେ ଶପଥ କରି କହିଲା, ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଶପଥ, ମୁଁ ତୁମ୍ଭକୁ ବଧ କରିବି ନାହିଁ, କିଅବା ତୁମ୍ଭ ପ୍ରାଣନାଶର ଚେଷ୍ଟାକାରୀ ଏହି ଲୋକମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ। Ver Capítuloଓଡିଆ ବାଇବେଲ16 ତହିଁରେ ସିଦିକୀୟ ରାଜା ଗୋପନରେ ଯିରିମୀୟଙ୍କ ନିକଟରେ ଶପଥ କରି କହିଲା, “ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଶପଥ, ମୁଁ ତୁମ୍ଭକୁ ବଧ କରିବି ନାହିଁ, କିଅବା ତୁମ୍ଭ ପ୍ରାଣନାଶର ଚେଷ୍ଟାକାରୀ ଏହି ଲୋକମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।” Ver Capítuloପବିତ୍ର ବାଇବଲ16 ତହୁଁ ସିଦିକିୟ ରାଜା ଗୋପନରେ ଯିରିମିୟଙ୍କ ନିକଟରେ ଶପଥ କରି କହିଲେ, “ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ନାମରେ ଶପଥ କରି କହୁଛି, ମୁଁ ତୁମ୍ଭକୁ ବଧ କରିବି ନାହିଁ କିଅବା ତୁମ୍ଭ ପ୍ରାଣନାଶକାରୀ ଏହି ଅଧିପତିମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।” Ver Capítulo |