ଯିରିମୀୟ 38:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, “ଯେଉଁ ଯିହୁଦୀ ଲୋକମାନେ କଲ୍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ।” Ver Capítuloପବିତ୍ର ବାଇବଲ (Re-edited) - (BSI)19 ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, ଯେଉଁ ଯିହୁଦୀ ଲୋକମାନେ କଲ୍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ। Ver Capítuloଓଡିଆ ବାଇବେଲ19 ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, “ଯେଉଁ ଯିହୁଦୀ ଲୋକମାନେ କଲ୍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ।” Ver Capítuloପବିତ୍ର ବାଇବଲ19 ମାତ୍ର ସିଦିକିୟ ରାଜା ଯିରିମିୟଙ୍କୁ କହିଲେ, “ଯେଉଁ ଯିହୁଦୀ ଲୋକମାନେ କଲ୍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଛି। ସେମାନେ ହୁଏତ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ। ଆଉ ସେମାନେ ମୋତେ ଆଘାତ ଦେବେ।” Ver Capítulo |