ଯିରିମୀୟ 39:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରିଅଛ, ଏହା ସଦାପ୍ରଭୁ କହନ୍ତି।’” Ver Capítuloପବିତ୍ର ବାଇବଲ (Re-edited) - (BSI)18 କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ଼୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ଵରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ଵାସ କରିଅଛ, ଏହା ସଦାପ୍ରଭୁ କହନ୍ତି। Ver Capítuloଓଡିଆ ବାଇବେଲ18 କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରିଅଛ,’ ଏହା ସଦାପ୍ରଭୁ କହନ୍ତି।” Ver Capítuloପବିତ୍ର ବାଇବଲ18 ଆଉ ହେ ଏବଦ୍-ମେଲକ, ଆମ୍ଭେ ତୁମ୍ଭକୁ ନିଶ୍ଚୟ ରକ୍ଷା କରିବା। ତୁମ୍ଭେ ଖଡ଼୍ଗରେ ନିହତ ହେବ ନାହିଁ। ମାତ୍ର ତୁମ୍ଭେ ରକ୍ଷା ପାଇବ ଓ ବଞ୍ଚିବ। ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ ରଖିଛ।’” ଏହି ବାକ୍ୟ ସଦାପ୍ରଭୁଙ୍କଠାରୁ ଆସିଥିଲା। Ver Capítulo |