ଯିରିମୀୟ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସିଂହ ଆପଣା ଗହ୍ୱରରୁ ବାହାରିଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରିଅଛି। Ver Capítuloପବିତ୍ର ବାଇବଲ (Re-edited) - (BSI)7 ସିଂହ ଆପଣା ଗହ୍ଵରରୁ ବାହାରି ଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରି ଅଛି । Ver Capítuloଓଡିଆ ବାଇବେଲ7 ସିଂହ ଆପଣା ଗହ୍ୱରରୁ ବାହାରି ଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରି ଅଛି। Ver Capítuloପବିତ୍ର ବାଇବଲ7 ଏକ ସିଂହ ନିଜ ଗହ୍ୱରରୁ ବାହାରିଅଛି। ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି। ତୁମ୍ଭର ନଗରସବୁ ଧ୍ୱଂସ ହେବ, ଆଉ ସେଗୁଡ଼ିକ ଜନଶୂନ୍ୟ ହେବ। ଏଥିପାଇଁ ସେ ନିଜ ସ୍ଥାନରୁ ବାହାରି ତୁମ୍ଭର ଦେଶକୁ ଉଜାଡ଼ିବାକୁ ଆସୁଛନ୍ତି। Ver Capítulo |