ଯିରିମୀୟ 41:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ବଧ କରିବା ହେତୁରୁ ସେମାନେ କଲ୍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)18 କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମର ପୁତ୍ର ଗଦଲୀୟକୁ ବଧ କରିବା ହେତୁରୁ ସେମାନେ କଲ୍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ। Ver Capítuloଓଡିଆ ବାଇବେଲ18 କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ବଧ କରିବା ହେତୁରୁ ସେମାନେ କଲ୍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ। Ver Capítulo |