ଯିରିମୀୟ 43:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ, ଆମ୍ଭେ ମିସରସ୍ଥ ଦେବାଳୟସବୁରେ ଅଗ୍ନି ଲଗାଇବା ଓ ସେ ସେମାନଙ୍କୁ ଦଗ୍ଧ କରି ବାବିଲକୁ ବନ୍ଦୀ କରି ଘେନିଯିବ; ପୁଣି, ମେଷପାଳକ ଯେପରି ଆପଣା ବସ୍ତ୍ର ଘୋଡ଼ାଇଥାଏ, ସେହିପରି ସେ ମିସର ଦେଶ ଦ୍ୱାରା ଆପଣାକୁ ଘୋଡ଼ାଇବ ଓ ସେ ଶାନ୍ତିରେ ଏ ସ୍ଥାନରୁ ପ୍ରସ୍ଥାନ କରିବ। Ver Capítuloପବିତ୍ର ବାଇବଲ (Re-edited) - (BSI)12 ଆଉ, ଆମ୍ଭେ ମିସରସ୍ଥ ଦେବାଳୟସବୁରେ ଅଗ୍ନି ଲଗାଇବା ଓ ସେ ସେମାନଙ୍କୁ ଦଗ୍ଧ କରି ବାବିଲକୁ ବନ୍ଦୀ କରି ଘେନିଯିବ; ପୁଣି, ମେଷପାଳକ ଯେପରି ଆପଣା ବସ୍ତ୍ର ପିନ୍ଧେ, ସେପରି ସେ ମିସର ଦେଶ ଦ୍ଵାରା ଆପଣାକୁ ସଜ୍ଜିତ କରିବ ଓ ସେ ଶାନ୍ତିରେ ଏ ସ୍ଥାନରୁ ପ୍ରସ୍ଥାନ କରିବ। Ver Capítuloଓଡିଆ ବାଇବେଲ12 ଆଉ, ଆମ୍ଭେ ମିସରସ୍ଥ ଦେବାଳୟସବୁରେ ଅଗ୍ନି ଲଗାଇବା ଓ ସେ ସେମାନଙ୍କୁ ଦଗ୍ଧ କରି ବାବିଲକୁ ବନ୍ଦୀ କରି ଘେନିଯିବ; ପୁଣି, ମେଷପାଳକ ଯେପରି ଆପଣା ବସ୍ତ୍ର ଘୋଡ଼ାଇଥାଏ, ସେହିପରି ସେ ମିସର ଦେଶ ଦ୍ୱାରା ଆପଣାକୁ ଘୋଡ଼ାଇବ ଓ ସେ ଶାନ୍ତିରେ ଏ ସ୍ଥାନରୁ ପ୍ରସ୍ଥାନ କରିବ। Ver Capítuloପବିତ୍ର ବାଇବଲ12 ନବୂଖଦ୍ନିତ୍ସର ମିଶର ଦେଶସ୍ଥ ସମସ୍ତ ଦେବାଳୟରେ ଅଗ୍ନି ସଂଯୋଗ କରିବ। ସେ ସେଗୁଡ଼ିକୁ ପୋଡ଼ି ସମସ୍ତ ମୂର୍ତ୍ତି ବାବିଲକୁ ନେଇଯିବ। ପୁଣି ମେଷପାଳକ ଯେପରି ଆପଣା ବସ୍ତ୍ରକୁ ପରିଚ୍ଛନ୍ନ କରେ ସେହିପରି ସେ ମିଶରକୁ ନିର୍ମଳ କରିବ। ସେ ମିଶରରେ ଶାନ୍ତି ସ୍ଥାପନ କରି ପ୍ରସ୍ଥାନ କରିବ। Ver Capítulo |