ଯିରିମୀୟ 44:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏହେତୁ ହେ ମିସର ଦେଶ ନିବାସୀ ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆପଣା ମହାନାମ ନେଇ ଶପଥ କରିଅଛୁ ଯେ, ‘ପ୍ରଭୁ ସଦାପ୍ରଭୁ ଜୀବିତ’ ବୋଲି ମିସର ଦେଶସ୍ଥ କୌଣସି ଯିହୁଦୀ ଲୋକ ଆମ୍ଭର ନାମ ଆଉ ମୁଖରେ ଘେନିବ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)26 ଏହେତୁ ହେ ମିସର ଦେଶ ନିବାସୀ ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ,ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆପଣା ମହାନାମ ନେଇ ଶପଥ କରିଅଛୁ ଯେ, “ପ୍ରଭୁ ସଦାପ୍ରଭୁ ଜୀବିତ” ବୋଲି ମିସର ଦେଶସ୍ଥ କୌଣସି ଯିହୁଦୀ ଲୋକ ଆମ୍ଭର ନାମ ଆଉ ମୁଖରେ ଘେନିବ ନାହିଁ। Ver Capítuloଓଡିଆ ବାଇବେଲ26 ଏହେତୁ ହେ ମିସର ଦେଶ ନିବାସୀ ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ, “ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ଆପଣା ମହାନାମ ନେଇ ଶପଥ କରିଅଛୁ ଯେ, “ପ୍ରଭୁ ସଦାପ୍ରଭୁ ଜୀବିତ” ବୋଲି ମିସର ଦେଶସ୍ଥ କୌଣସି ଯିହୁଦୀ ଲୋକ ଆମ୍ଭର ନାମ ଆଉ ମୁଖରେ ଘେନିବ ନାହିଁ।’ Ver Capítuloପବିତ୍ର ବାଇବଲ26 ଏଣୁ ହେ ଯିହୁଦାର ସମସ୍ତ ମିଶର ଦେଶ ନିବାସୀ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ, ସଦାପ୍ରଭୁ କହନ୍ତି, ‘ଦେଖ, ମୁଁ ଆପଣା ମହାନାମରେ ଶପଥ କରିଅଛି, ମିଶର ଦେଶସ୍ଥ ଯିହୁଦୀ ଲୋକ ମୋର ନାମର ବ୍ୟବହାର କରିବ ନାହିଁ। “ସେମାନେ କେବେ କହିବେ ନାହିଁ, ନିଶ୍ଚିତରେ ସଦାପ୍ରଭୁ ଅଛନ୍ତି।” Ver Capítulo |