ଯିରିମୀୟ 44:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ। Ver Capítuloପବିତ୍ର ବାଇବଲ (Re-edited) - (BSI)4 ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ। Ver Capítuloଓଡିଆ ବାଇବେଲ4 ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ‘ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ।’ Ver Capítuloପବିତ୍ର ବାଇବଲ4 ତଥାପି ଆମ୍ଭେ ଆମ୍ଭର ଦାସ ଭବିଷ୍ୟଦ୍ବକ୍ତାମାନଙ୍କୁ ବାରମ୍ବାର ତୁମ୍ଭମାନଙ୍କ ନିକଟକୁ ପଠାଇଲୁ। ଆଉ ତୁମ୍ଭମାନଙ୍କୁ ଜଣାଇଲୁ, “ତୁମ୍ଭେମାନେ ଏହି ଘୃଣ୍ୟ କର୍ମ କର ନାହିଁ, ଆମ୍ଭେ ତାହା ଘୃଣା କରୁ।” Ver Capítulo |