ଯିରିମୀୟ 49:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତଥାପି ସଦାପ୍ରଭୁ କହନ୍ତି, ଏଥିଉତ୍ତାରେ ଆମ୍ଭେ ଅମ୍ମୋନ-ସନ୍ତାନଗଣକୁ ବନ୍ଦୀତ୍ୱାବସ୍ଥାରୁ ପୁନର୍ବାର ଫେରାଇ ଆଣିବା।” Ver Capítuloପବିତ୍ର ବାଇବଲ (Re-edited) - (BSI)6 ତଥାପି ସଦାପ୍ରଭୁ କହନ୍ତି, ଏଥି ଉତ୍ତାରେ ଆମ୍ଭେ ଅମ୍ମୋନ-ସନ୍ତାନଗଣକୁ ବନ୍ଦୀତ୍ଵାବସ୍ଥାରୁ ପୁନର୍ବାର ଫେରାଇ ଆଣିବା। Ver Capítuloଓଡିଆ ବାଇବେଲ6 ତଥାପି ସଦାପ୍ରଭୁ କହନ୍ତି, “ଏଥିଉତ୍ତାରେ ଆମ୍ଭେ ଅମ୍ମୋନ ସନ୍ତାନଗଣକୁ ବନ୍ଦୀତ୍ୱାବସ୍ଥାରୁ ପୁନର୍ବାର ଫେରାଇ ଆଣିବା।” Ver Capítuloପବିତ୍ର ବାଇବଲ6 ସଦାପ୍ରଭୁ କହନ୍ତି, “ଅମ୍ମୋନୀୟ ସନ୍ତାନଗଣ ବନ୍ଦୀ ହୋଇ ନିଆଯିବେ, ମାତ୍ର ସମୟ ଆସିବ, ଆମ୍ଭେ ପୁନର୍ବାର ସେମାନଙ୍କୁ ବନ୍ଦୀତ୍ୱ ଅବସ୍ଥାରୁ ଫେରାଇ ଆଣିବା।” Ver Capítulo |