ଯିରିମୀୟ 50:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ। Ver Capítuloପବିତ୍ର ବାଇବଲ (Re-edited) - (BSI)31 ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ , କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ। Ver Capítuloଓଡିଆ ବାଇବେଲ31 ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ , କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ। Ver Capítuloପବିତ୍ର ବାଇବଲ31 “ହେ ଉଦ୍ଧତ ବାବିଲ, ଆମ୍ଭେ ତୁମ୍ଭ ବିପକ୍ଷରେ ଅଛୁ।” ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଯେହେତୁ ତୁମ୍ଭ ବିରୁଦ୍ଧରେ ଅଛୁ, ତେଣୁ ତୁମ୍ଭର ପ୍ରତିଫଳ ପାଇବାର ଦିନ ଆସିଅଛି। Ver Capítulo |