La Biblia Online

- Anuncios -




ଯିରିମୀୟ 51:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ହେ ବିନାଶକ ପର୍ବତ, ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

25 ହେ ବିନାଶକ ପର୍ବତ, ତୁମ୍ଭେ ସମୁଦାୟ ପୃଥିବୀକି ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।

Ver Capítulo Copiar

ଓଡିଆ ବାଇବେଲ

25 ହେ ବିନାଶକ ପର୍ବତ,ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।

Ver Capítulo Copiar

ପବିତ୍ର ବାଇବଲ

25 ଆଉ ସଦାପ୍ରଭୁ କହନ୍ତି, “ହେ ବାବିଲ, ତୁମ୍ଭେ ଏକ ବିନାଶକ ପର୍ବତ, ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ତେଣୁ ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ ଓ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା। ତୁମ୍ଭକୁ ଶୈଳର ଶୃଙ୍ଗରୁ ଗଡ଼ାଇ ଏକ ଅଗ୍ନିଦ‌ଗ୍‌ଧ ପର୍ବତ କରିବା।

Ver Capítulo Copiar




ଯିରିମୀୟ 51:25

Síguenos en:

Anuncios


Anuncios